ନିଜ ଦଳର ମନ୍ତ୍ରୀଙ୍କୁ ଘେରିଲେ ମୈଥିଳୀ ଠାକୁର: ଗୃହରେ ସମସ୍ତେ ଆଶ୍ଚର୍ଯ୍ୟ ପାଟନା,୧୦।୧: ବିହାର ବିଧାନସଭାର ବଜେଟ ଅଧିବେଶନରେ ସରକାରୀ ହସ୍ପିଟାଲଗୁଡ଼ିକର ଶୋଚନୀୟ ଅବସ୍ଥା ପୁଣି ଥରେ ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛି। ଏଥର ଯୁବ ବିଧାୟକ ଏବଂ ପ୍ରସିଦ୍ଧ ଲୋକ ଗାୟିକା ମୈଥିଳୀ ଠାକୁର ଏହି ପ୍ରସଙ୍ଗକୁ ଜୋରଦାର ଉଠାଇଥିଲେ। ପ୍ରଶ୍ନକାଳରେ, ସେ ତାଙ୍କ…