ଖୋଲିଲା ମା’ ମଝିଘରିଆଣୀଙ୍କ ୯ ହୁଣ୍ଡି, ମିଳିଲା ଏତିକି ଟଙ୍କା… ରାୟଗଡ଼ା,୨୪ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିର ହୁଣ୍ଡି ବୁଧବାର ଖୋଲାଯାଇଛି। ମନ୍ଦିରରେ ଥିବା ୯ଟି ଦାନହୁଣ୍ଡି ହୁଣ୍ଡି ଖୋଲାଯାଇ ଗଣତି କରାଯାଇଛି। ହୁଣ୍ଡିରୁ ନଗଦ ନଗଦ ୯୯ ଲକ୍ଷ ୧୫ ହଜାର ୪୨୨ ଟଙ୍କା…