ଉଦଳାରେ ଇଡିର ବଡ଼ଧରଣର ଚଢ଼ାଉ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ ଟ୍ରେଡିଂ କମ୍ପାନୀ ମୁଖ୍ୟଙ୍କ ଘରେ ଯାଞ୍ଚ
ଉଦଳା, ୪।୧୧(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅନ୍ତର୍ଗତ ବିଶୋଳ ଗ୍ରାମରେ ବୁଧବାର ସକାଳୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଏକ ସ୍ୱତନ୍ତ୍ର ଟିମ୍ ବଡ଼ଧରଣର ଚଢ଼ାଉ କରିଛି। କଲିକତାର ଏକ ଟ୍ରେଡିଂ କମ୍ପାନୀର ଓଡ଼ିଶା ମୁଖ୍ୟ ସାଜି କୋଟି କୋଟି…

