Major Impact of ‘Dharitri’

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର,  ୨୨।୯(ଦୁର୍ଗା କୀର୍ତ୍ତି): 'ଧରିତ୍ରୀ'ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

2 hours ago