ଓଡ଼ିଶା କଂଗ୍ରେସରେ ବଡ଼ ଅଦଳବଦଳ: ସନ୍ତୋଷ ସିଂ ସାଲୁଜାଙ୍କୁ ମିଳିଲା ପିସିସି ସଂଗଠନ ପ୍ରଭାରୀ ଦାୟିତ୍ୱ ଭୁବନେଶ୍ୱର,୨।୩: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (PCC) ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ପିସିସି ସଭାପତି ଭକ୍ତ ଚରଣ ଦାସ, କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ତଥା ଟାଣୁଆ ନେତା ସନ୍ତୋଷ ସିଂ ସାଲୁଜାଙ୍କୁ ପିସିସି…