Major terrorist attack

୨୦୦୦ରୁ କଶ୍ମୀରରେ ଘଟିଥିବା ବଡ଼ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୨୨।୪: ୨୦୦୦ରୁ ଜମ୍ମୁ-କଶ୍ମୀରରେ ବିଭିନ୍ନ ସମୟରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ବହୁ ନିରୀହ ଜନସାଧାରଣଙ୍କ ଜୀବନ ଯାଇଛି। ଏଠାରେ କେତୋଟି ବଡ଼ ଆକ୍ରମଣର ତଥ୍ୟ ଉପସ୍ଥାପନ…

8 months ago