ପିତାଙ୍କ ଶେଷ ଦର୍ଶନ ପାଇଁ ପୁଣେରୁ ମୁମ୍ବାଇରେ ପହଞ୍ଚିଲେ ମଲାଇକା, ନଜର ଆସିଲେ ଏକ୍ସ-ହଜ୍ବ୍ୟାଣ୍ଡ, ଭାଇରାଲ ଭିଡିଓରେ… ମୁମ୍ବାଇ,୧୧ା୯: ଅଭିନେତ୍ରୀ ମଲାଇକା ଆରୋରାଙ୍କ ପାଇଁ ଆଜି ଅର୍ଥାତ୍ ବୁଧବାର ହେଉଛି ସବୁଠୁ ଦୁଃଖର ଦିନ। ଆଜି ତାଙ୍କ ପିତା ଅନିଲ ଆରୋରା ସବୁଦିନ ପାଇଁ ଆଖି ବୁଜିଛନ୍ତି। ମୁମ୍ବାଇର ବାନ୍ଦ୍ରାସ୍ଥିତ ଘରର ତୃତୀୟ ମହଲାରୁ ଅନିଲ ଡେଇଁ ଆତ୍ମହତ୍ୟା...