ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍ ଫଟୋ ମୁମ୍ବାଇ: ବଲିଉଡର ଫିଟନେସ୍ କୁଇନ୍ ତଥା ଖ୍ୟାତନାମା ଆଇଟମ୍ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ ବ୍ରେକଅପ ପରେ ଏବେ ମଲାଇକାଙ୍କ ନାଁ ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ସହ ଯୋଡ଼ା…