ସଡ଼କ ଦୁର୍ଘଟଣାରେ ଆଥଲେଟ୍ଙ୍କ ଜୀବନ ଗଲା, ସୁନାପୁଅ ମଳୟଙ୍କୁ ଝୁରୁଛି ଜନ୍ମମାଟି
ଅତାବିରା,୨୨ା୧୦(ଯୁଧିଷ୍ଠିର ମହାପାତ୍ର): ସଡ଼କ ଦୁର୍ଘଟଣାରେ ଦୁଇ ଯୁବ ଆଥଲେଟ୍ଙ୍କ ଜୀବନ ଚାଲିଯାଇଛି। କଟକ-ଭୁବନେଶ୍ୱର ଜାତୀୟ ରାଜପଥ ଫୁଲନଖରା ଛକରେ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମେ ଗୁରୁତର ଅବସ୍ଥାରେ ବୁଧବାର ସେମାନଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା।…

