ଅତାବିରା,୨୨ା୧୦(ଯୁଧିଷ୍ଠିର ମହାପାତ୍ର): ସଡ଼କ ଦୁର୍ଘଟଣାରେ ଦୁଇ ଯୁବ ଆଥଲେଟ୍ଙ୍କ ଜୀବନ ଚାଲିଯାଇଛି। କଟକ-ଭୁବନେଶ୍ୱର ଜାତୀୟ ରାଜପଥ ଫୁଲନଖରା ଛକରେ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି।…