୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା… ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬ ଜଣ ଯାତ୍ରୀ ଥିଲେ। ଜଣେ ଅଧିକାରୀ ନ୍ୟୁଜ ଏଜେନ୍ସି PTIକୁ ସୂଚନା ଦେଇ…