#Maldivesboycott : ମୋଦି ପ୍ରତିଟି କାର୍ଯ୍ୟକୁ ନିଜର ବ୍ୟକ୍ତିଗତ କରୁଥିବା କହିଲେ ଖାର୍ଗେ… ନୂଆଦିଲ୍ଲୀ,୯।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲାକ୍ଷାଦ୍ୱୀପ ଗସ୍ତ ପରେ ଭାରତ ଏବଂ ମାଳଦ୍ୱୀପ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଖରାପ ହୋଇଯାଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ମାଳଦ୍ୱୀପର ମନ୍ତ୍ରୀମାନେ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି, ଯାହା ବିରୋଧରେ ଦେଶର ଲୋକଙ୍କ ମଧ୍ୟରେ...