ସୁପ୍ରିମକୋର୍ଟ କଟକଣା: ମନ୍ଦିର ବେଢ଼ା ଭିତରେ ହେଲା ପହଣ୍ଡି, ଭକ୍ତଙ୍କୁ ବାରଣ
ମାଲକାନଗିରି,୨୩।୬(ଡି.ଏନ.ଏ): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଓ ରାଜ୍ୟ ସରକାରଙ୍କ କଟକଣାକୁ କଡ଼ାକଡ଼ି ଭାବେ ପାଳନ କରି ମାଲକାନଗିରିରେ ଘୋଷଯାତ୍ରା ପାଳିତ ହୋଇଯାଇଛି ା ଜିଲା ସଦର ମହକୁମାସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମୁଖ୍ୟ ଫାଟକରେ ତାଲା...
ହୋମଗାର୍ଡଙ୍କ ଉପରେ ଚଢେଇ ଦେଲେ ଗଞ୍ଜେଇ ବୋଝେଇ ଟ୍ରାକ୍ଟର
ଚିତ୍ରକୋଣ୍ଡା,୨୮।୧(ଡି.ଏନ.ଏ.): ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଗୁଣ୍ଠାୱାଡା ପଞ୍ଚାୟତ ଅଞ୍ଚଳରେ ଜଣେ ହୋମଗାର୍ଡଙ୍କ ଉପରେ ଟ୍ରାକ୍ଟର ଚଢିଯାଇଛି। ଫଳରେ ସେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ସୋମବାର ରାତିରେ ଚିତ୍ରକୋଣ୍ଡା ପୋଲିସ ପାଟ୍ରୋଲିଂ ପାଇଁ ଗୁଣ୍ଠାଓ୍ବାଡା ଯାଇଥିଲା। ହଂସଗୁଡା ଆଡକୁ...
ପିଏମ୍ଏୱାଇ ଯୋଜନାରେ ସମସ୍ତଙ୍କୁ ଘର ପ୍ରଦାନ ପାଇଁ ସିଏଚସି କେନ୍ଦ୍ରର ଶୁଭାରମ୍ଭ
ମାଲକାନଗିରି,୨୧।୧(ଡି.ଏନ.ଏ): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ଏମ.ଭି-୪୩ ଗ୍ରାମରେ ଜିଲାର ସମସ୍ତ ଗରିବଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ସହରାଞ୍ଚଳର ସମସ୍ତଙ୍କ ପାଇଁ ଘର ପ୍ରଦାନ ଲାଗି ଏକ ଗ୍ରାହକ ସେବାକେନ୍ଦ୍ରର ଶୁଭାରମ୍ଭ ହୋଇଛି। ଏହାକୁ ମାଲକାନଗିରି ବିଧାୟକ...
ଚିତ୍ରକୋଣ୍ଡାରେ ଧର୍ମଘଟ ଆରମ୍ଭ
ଚିତ୍ରକୋଣ୍ଡା, ୮।୧(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସହରରେ ଭାରତ ବନ୍ଦ ଡାକରାର ପ୍ରଭାବ ପଡିଛି। ସ୍ଥାନୀୟ ଚିତ୍ରକୋଣ୍ଡା ସ୍ପିଲବାଇ, ଡାଲଖାଇ ଛକ ପାଖରେ ବିଭିନ୍ନ ସଂଗଠନ ପକ୍ଷରୁ ଶତାଧିକ କର୍ମକର୍ତ୍ତା ରାସ୍ତା ଅବରୋଧ କରିଛନ୍ତି। ଏହାସହ ଏଠାରେ ଗାଡି ଚଳାଚଳ...
ଜିଲାସ୍ତରୀୟ ପକ୍ଷୀ ଗଣନା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
ଚିତ୍ରକୋଣ୍ଡା,୩୧।୧୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ଥାନୀୟ ୟୁକୋ ପାର୍କଠାରେ ମାଲକାନଗିରି ବନଖଣ୍ଡ ଏବଂ ଚିତ୍ରକୋଣ୍ଡା ବନାଞ୍ଚଳ ପରିଚାଳନାରେ ଜିଲାସ୍ତରୀୟ ପକ୍ଷୀ ଗଣନା ପ୍ରଶିକ୍ଷଣ ଶିବିର-୨୦୨୦ ଅନୁଷ୍ଠିତ ହୋଇଯାଇଛି। ମାଲକାନଗିରି ବନଖଣ୍ଡ ଅଧିକାରୀ ପ୍ରଦୀପ ମୀରାସେଙ୍କ ନେତୃତ୍ୱରେ...
ସ୍ବାଭିମାନ ଅଞ୍ଚଳରେ ମଣ୍ଡି ଉଦ୍ଘାଟନ ସମାବେଶ: କୃଷି ବିକାଶର ବାର୍ତ୍ତା ଦେଲେ କୃଷି ମନ୍ତ୍ରୀ
ଚିତ୍ରକୋଣ୍ଡା, ୨୩।୧୨(ଡି.ଏନ.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ବଡ଼ପଡାଠାରେ ସୋମବାର ମାଣ୍ଡିଆ ମଣ୍ଡି ଉଦ୍ଘାଟନ କରିଛନ୍ତି କୃଷିମନ୍ତ୍ରୀ ଡାକ୍ତର ଅରୁଣ କୁମାର ସାହୁ। ଏହି ଅବସରରେ ମନ୍ତ୍ରୀ ମାଣ୍ଡିଆର ଉପକାରିତା ସମ୍ପର୍କରେ ଚାଷୀମାନଙ୍କୁ ବୁଝାଇବା ସହ ସ୍ବାଭିମାନ ଅଞ୍ଚଳରେ...
ଧରିତ୍ରୀର ପ୍ରଭାବ: ଅଧା ତିଆରି ରାସ୍ତାରେ ପଡିଲା ପିଚୁ
ମାଲକାନଗିରି, ୧୯।୧୨(ଡି.ଏନ୍.ଏ.): ମାଲକାନଗିରି ଜିଲା ସଦର ମହକୁମା ସୁବାଷ ବୋସ ଛକ ଠାରୁ ଦୈନିକ ବଜାର ଓ ପୁରୁଣା ଥାନା ଦେଇ ଆଇସିଆଇସିଆଇ ବ୍ୟାଙ୍କ ଛକ ପର୍ଯ୍ୟନ୍ତ ଯାଇଥିବା ରାସ୍ତାରେ ମେଟାଲ ବିଛାଇ ଦୀର୍ଘ ଚାରିମାସ ବିତି ଯାଇଥିଲେ ମଧ୍ୟ...
ଡାକ୍ତର ନିଲମ୍ବନ ପ୍ରତ୍ୟାହାର ଦାବିରେ କାଲିମେଳା ବନ୍ଦ ପାଳନ
କାଲିମେଳା,୧୬।୧୨(ଡି.ଏନ.ଏ): ମାଲକାନଗିରି ଜିଲା କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ମୁକ୍ତିକାନ୍ତ ମଲ୍ଲିକଙ୍କ ଉପରେ ହୋଇଥିବା ନିଲମ୍ବନ ଆଦେଶ ତୁରନ୍ତ ପ୍ରତ୍ୟାହାର କରି ପୁନଃନିଯୁକ୍ତି ଦାବି କରି ସୋମବାର କାଲିମେଳାରେ ବନ୍ଦ ପାଳନ କରାଯାଇଛି। ଏଥିସହ ବିଜେଡି, ଭାଜପା ଓ...
ବିଭିନ୍ନ ଦାବି ନେଇ ରାସ୍ତାକୁ ଓହ୍ଲାଇଲେ ଚାଷୀ, ବାଲିମେଳା ରାସ୍ତା ଅବରୋଧ
କୋରୁକୋଣ୍ଡା, ୧୬।୧୦ (ଡି.ଏନ.ଏ): ମାଲକାନଗିରି ଜିଲା କୋରୁକୋଣ୍ଡାଠାରେ ଚାଷୀ ଉତ୍ତେଜନା ଦେଖାଦେଇଛି। ମାଲକାନଗିରି ବାଲିମେଳା ରାସ୍ତାକୁ କୋରୁକୋଣ୍ଡାଠାରେ ଅବରୋଧ କରିଛନ୍ତି ଉତ୍ତେଜିତ ଚାଷୀ । ଚାଷୀଙ୍କୁ ଧାନ ବିକ୍ରି ପାଇଁ ଟୋକେନ ନ ମିଳିବା, ଚାଷୀଙ୍କୁ ମିଳୁଥିବା ଧାନ ବିକ୍ରି...
ମୃତ୍ତିକା ବିନା ଶସ୍ୟ ଉତ୍ପାଦନ ଅସମ୍ଭବ
ମାଲକାନଗିରି, ୫।୧୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାଠାରେ ମୁଖ୍ୟ କୃଷି ଅଧିକାରୀ କାର୍ଯ୍ୟାଳୟ ପରିସରରେ ଗୁରୁବାର ବିଶ୍ୱ ମୃତ୍ତିକା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ବୀରସେନ ପ୍ରଧାନ ଯୋଗ ଦେଇ ସମ୍ମିଳନୀକୁ ଉଦଘାଟନ କରିଥିଲେ। ମୁଖ୍ୟ...
୩୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ନଷ୍ଟ କଲା ପୋଲିସ
କାଲିମେଳା,୩।୧୨(ଡି.ଏନ.ଏ): ମାଲକାନଗିରି ଜିଲା କାଲିମେଳା ପୋଲିସ ଏବଂ ପୋଟେରୁ ପୋଲିସର ମିଳିତ ଉଦ୍ୟମ ରେ ଚଉ କରି କାଲିମେଳା ଥାନା ଅଞ୍ଚଳରେ ବେଆଇନ ଭାବେ ଚାଷ ହେଉଥିବା ଗଞ୍ଜେଇ ଫସଲକୁ ନଷ୍ଟ କରାଯାଇଛି । ନଷ୍ଟ ହୋଇଥିବା ଗଞ୍ଜେଇର ଆନୁମାନିକ...
ବିବାହ ପ୍ରତିଶ୍ରୁତି ଦେଇ ବାରମ୍ବାର ବଳାତ୍କାର: ଯୁବକ ଗିରଫ
କୋରୁକୋଣ୍ଡା ୧୫।୧୦(ଡି.ଏନ.ଏ): ବିବାହର ମିଛ ପ୍ରତିଶ୍ରୁତି ଦେଇ ବାରମ୍ବାର ବଳାତ୍କାର ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। କୋରାପୁଟ ଜିଲାର ଦୋରାଗୁଡା ଗ୍ରାମର ନିରଞ୍ଜନ ଗରଡା(୨୨) ୩ ବର୍ଷ ହେବ ଜଣେ ଝିଅକୁ ପ୍ରେମ କରି ଆସୁଥିଲେ। ବିବାହ ପ୍ରତିଶ୍ରୁତି...