malkangiri

ମାଲକାନଗିରିରେ ନାବାଳିକାଙ୍କୁ ଗଣଦୁଷ୍କର୍ମ: ୪ ଅଭିଯୁକ୍ତ ଗିରଫ, ପୋଲିସ ତଦନ୍ତ ଜାରି

ମାଲକାନଗିରି,୨୨।୭: ମାଲକାନଗିରି ଜିଲାରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ପୋଲିସ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରେ ଜଣେ ଟ୍ରକ ଡ୍ରାଇଭର ସହ…

5 months ago

ଖରାପ ରାସ୍ତା ଯୋଗୁଁ ଗର୍ଭବତୀ ମହିଳାଙ୍କୁ ୧୦ କିମି କାନ୍ଧରେ ବୋହିଲେ ଗ୍ରାମବାସୀ

ମାଲକାନଗିରି,୮।୭: ମାଲକାନଗିରି ଜିଲାର ଏକ ଦୁର୍ଗମ ଅଞ୍ଚଳରେ ଗ୍ରାମାଞ୍ଚଳର ଦୁର୍ବଳ ଭିତ୍ତିଭୂମିର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଖରାପ ରାସ୍ତା ଯୋଗୁଁ ଆମ୍ବୁଲାନ୍ସ ମଝିରେ ଅଟକି…

5 months ago

ଦାରିଦ୍ର୍ୟ ହାର: ମାଲକାନଗିରିରେ ସର୍ବାଧିକ, ପୁରୀରେ ସର୍ବନିମ୍ନ

ଭୁବନେଶ୍ୱର,୨୮ା୩ (ସୁଚିସ୍ମିତା ସାହୁ): ରାଜ୍ୟରେ ମାଲକାନଗିରି ଜିଲାରେ ଦାରିଦ୍ର୍ୟ ହାର ସର୍ବାଧିକ ରହିଛି। ବିଜେଡି ବିଧାୟକ ସନାତନ ମହାକୁଡଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ…

8 months ago

ଯାତ୍ରା ପରେ ଲାଟିନ୍‌ରେ ଘୋଡ଼ାଗଲା ଠାକୁରଙ୍କ ବ୍ୟାନର

ମାଲକାନଗିରି,୧୯ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଫେବୃଆରୀ ୨୬ରେ ବିଭିନ୍ନ ଶୈବପୀଠରେ ଶିବରାତ୍ରି ପାଳନ କରାଯାଇଥିଲା। ଯାତ୍ରା ସରିବାର ୨ଦିନ ପରେ ଏହିସବୁ ସଂସ୍ଥା ନିଜ ନିଜର ପୋଷ୍ଟର…

9 months ago

ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ମାଲକାନଗିରି, ୨୭ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଓ ଦୌରା ଜଜ୍‌ ଡାକ୍ତର ପ୍ରସନ୍ନ କୁମାର ପଣ୍ଡା ସୋମବାର ଏକ ହତ୍ୟା ମାମଲାର ଶୁଣାଣି କରି ସ୍ତ୍ରୀ ହତ୍ୟାକରୀଙ୍କୁ…

10 months ago

ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ: ୭ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ମାଲକାନଗିରି,୧୨ା୯(ଦୁର୍ଯ୍ୟୋଧନ ପାତ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦିନିକିଆ ମାଲକାନଗିରି ଜିଲାକୁ ଯାଇ ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ…

1 year ago

ସଂଗଠନରେ ବିଦ୍ରୋହ, ସାଥୀ ମାଓବାଦୀଙ୍କୁ ହତ୍ୟା

ମାଲକାନଗିରି, ୯ା୯(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ମାଓବାଦୀ ସଂଗଠନରେ ବିଦ୍ରୋହ ଦେଖାଦେଇଛି। ପୋଲିସ ସୂଚନାଦାତା ସନ୍ଦେହରେ କାଙ୍କେର ଜିଲା ପରତାପୁରରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ତେଲୁଗୁ କ୍ୟାଡର ସାଥୀ…

1 year ago

ମାଲକାନଗିରି ସ୍ଥିତି ପାଇଁ ୨ ଅଧିକାରୀଙ୍କୁ ବଡ଼ ଦାୟିତ୍ୱ,

ଭୁବନେଶ୍ୱର,୯ା୯: ମାଲକାନଗିରି ସ୍ଥିତି ପାଇଁ ୨ ବରିଷ୍ଠ ଅଧକାରୀଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ଆଏଏସ୍‌ ବିଷ୍ଣୁପଦ ସେଠୀ ଏବଂ ଆଇପିଏସ୍‌ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଏହି ଗୁରୁଦାୟିତ୍ୱ ଦିଆଯାଇଛି।…

1 year ago

ବଣ୍ତାଘାଟିର ପ୍ରଥମ ଡାକ୍ତରୀ ଛାତ୍ର ମଙ୍ଗଳା ମୁଦୁଲି

ଗୋବିନ୍ଦପାଲି, ୨୮ା୮(କାର୍ତ୍ତିକ ରଥ): ଅନ୍ଧାରିମୂଲକ ଭିତରେ ଆଶାର କିରଣ ମାଲକାନଗିରି ଜିଲା ଖଇରପୁଟ ବ୍ଲକ୍‌ ବଣ୍ତାଘାଟିର ପ୍ରଥମ ଡାକ୍ତରୀ ଛାତ୍ର ମଙ୍ଗଳା ମୁଦୁଲି । ଆଦିମ ଜନଜାତିଙ୍କ…

1 year ago

ପାଣ୍ଡିଆନଙ୍କ ଶଳା ପରିଚୟରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗ

ମାଲକାନଗିରି,୨୬ା୮: ମାଲକାନଗିରି ଏକ ଆଦିବାସୀ ବହୁଳ ଜିଲା ହୋଇଥିବା ବେଳେ ଏଠି ବେକାରି ସଂଖ୍ୟା ଅଧିକ ରହିଛି। ଚାକିରି ପାଇବା ପାଇଁ ଯୁବତୀଯୁବକମାନେ ଆଶା କରିଥିଲେ ମଧ୍ୟ…

1 year ago

ନିର୍ବାଚନ ପୂର୍ବରୁ ଭାଜପା ନେତାଙ୍କୁ ହାଣିଦେଲେ

ମାଲକାନଗିରି,୨।୩(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ପୁର୍ବରୁ ଭାଜପା ନେତାଙ୍କୁ ହାଣି ହତ୍ୟା । ଏଭଳି ଅଭାବନିୀୟ ଘଟଣା ଘଟିଛି ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲାରେ। ବିଜାପୁର ଜିଲାର…

2 years ago

ଏନକାଉଣ୍ଟରରେ ୩ ମାଓବାଦୀ ନିହତ

ମାଲକାନଗିରି,୨୫।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି-ଛତିଶଗଡ ସୀମାନ୍ତ କାଙ୍କେର ଜିଲାରେ ଏନକାଉଣ୍ଟର ହୋଇଛି। ସୁରକ୍ଷା କର୍ମୀଙ୍କ ଗୁଳିରେ ତିନି ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଚନ୍ତି। ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ…

2 years ago