Tag Archives: malkangiri

ପୋଲିସ କର୍ମଚାରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗଞ୍ଜେଇ ଚୋରାଚାଲାଣକାରୀ

ମାଲକାନଗିରି,୧୭।୯(ଡି.ଏନ.ଏ): ୨ ବର୍ଷ ଧରି ଗଞ୍ଜେଇ ଚୋରାଚାଲାଣ ରୋକିବାରେ ମାଲକାନଗିରି ପୋଲିସ ସଫଳ ରହିଛି। ଏହି ସମୟ ମଧ୍ୟରେ ଜିଲାର ପ୍ରାୟ ୩୦୦ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଚୋରା ବ୍ୟାପାରୀଙ୍କୁ ପୋଲିସ ଗିରଫ କରିବା ସହ ଦଶ ଚକିଆ, ଚାରି ଚକିଆ,...

ନିଜେ ପଢିବି, ନିଜକୁ ଗଢିବି

ମାଲକାନଗିରି, ୫।୯(ସ୍ବ.ପ୍ର.): ଶିକ୍ଷାର ବିକାଶ ତଥା ଗୁଣାତ୍ମକ ଶିକ୍ଷା ନିମନ୍ତେ କେନ୍ଦ୍ରଠାରୁ ଆରମ୍ଭ କରି ରାଜ୍ୟ ପର୍ଯ୍ୟନ୍ତ ଯୋଜନା ପରେ ଯୋଜନା ପ୍ରସ୍ତୁତ କରୁଛନ୍ତି। ମଧ୍ୟାହ୍ନ ଭୋଜନ, ପୋଷାକ, ଜୋତା ଏବଂ ସାଇକେଲ ଇତ୍ୟାଦି ପ୍ରଦାନ କରାଯାଇ ପିଲାଙ୍କୁ ବିଦ୍ୟାଳୟ...

୨୦୧୯ ମୋଟର ଯାନ ସଂଶୋଧନ ଆଇନ: ଜନସାଧାରଣଙ୍କ ଅବଗତ ପାଇଁ ସଚେତନତା ଶୋଭାଯାତ୍ରା

କୋରୁକୋଣ୍ଡା ୫।୯(ଡ଼ି.ଏନ.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଓରକେଲ ଥାନା ପକ୍ଷରୁ ୨୦୧୯ ମୋଟର ଯାନ ସଂଶୋଧନ ଆଇନ ବିଷୟରେ ଜନସଚେତନତା ନିମନ୍ତେ ଏକ ଶୋଭାଯାତ୍ରା କରାଯାଇଥିଲା। ଏଥିରେ ସବ୍‌ଇନ୍ସପେକ୍ଟର କୃତିବାସ ବେହେରା ଓ ସବ୍‌ଇନ୍ସପେକ୍ଟର କ୍ରିଷ୍ଣାରାଣୀ...

ଖରାପ ରାସ୍ତା ଯୋଗୁ ଆସିଲାନି ଆମ୍ବୁଲାନ୍ସ:ଖଟିଆରେ ବୁହା ହେଲେ ଗର୍ଭବତୀ

ମାଲକାନଗିରି/ଗୋବିନ୍ଦପାଲି,୧ା୯ (ସ୍ବ.ପ୍ର./ଡି.ଏନ.ଏ.)-ମାଲକାନଗିରି ଜିଲାର ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ପହଞ୍ଚତ୍ପାରୁନି। ଉକ୍ତ ଅଞ୍ଚଳକୁ ଆମ୍ବୁଲାନ୍ସ କିମ୍ବା ଅନ୍ୟ ଗାଡି ଯାଇପାରୁ ନ ଥିବାରୁ ଜନନୀ ଯନ୍ତ୍ରଣା ବଢିବାରେ ଲାଗିଛି। ରୋଗୀଙ୍କୁ ଖଟିଆରେ ବୋହି ଡାକ୍ତରଖାନା ଆଣିବାକୁ ପଡୁଛି। ଏପରି ଏକ ଦୃଶ୍ୟ...

ଚିକିତ୍ସା ନାଁରେ ଶରୀରକୁ କାମୁଡ଼ିଥିବା ଗୁଣିଆ ଗିରଫ

କାଲିମେଳା,୧୫ା୮(ଡି.ଏନ.ଏ.):ଶରୀରକୁ କାମୁଡି ରୋଗ ଭଲ କରୁଥିବା ନେଇ ଦାବି କରୁଥିବା ଗୁଣିଆ କସା ବେଟୀ ବୁଧବାର ଗିରଫ ହୋଇଛନ୍ତି। ମାଲକାନଗିରି ଜିଲା କାଲିମେଳା ବ୍ଲକ ତେଲରାଇ ପଞ୍ଚାୟତର ଉର୍ମାଗୁଡା ଗ୍ରାମର ଜଣେ ମହିଳାଙ୍କ ଜ୍ୱର ଭଲ କରିବା ଲାଗି କସା...

Advertisement
Archives

Model This Week

Why Dharitri