ଡାକ୍ତର ନିଲମ୍ବନ ପ୍ରତ୍ୟାହାର ଦାବିରେ କାଲିମେଳା ବନ୍ଦ ପାଳନ
କାଲିମେଳା,୧୬।୧୨(ଡି.ଏନ.ଏ): ମାଲକାନଗିରି ଜିଲା କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ମୁକ୍ତିକାନ୍ତ ମଲ୍ଲିକଙ୍କ ଉପରେ ହୋଇଥିବା ନିଲମ୍ବନ ଆଦେଶ ତୁରନ୍ତ ପ୍ରତ୍ୟାହାର କରି ପୁନଃନିଯୁକ୍ତି ଦାବି କରି ସୋମବାର କାଲିମେଳାରେ ବନ୍ଦ ପାଳନ କରାଯାଇଛି। ଏଥିସହ ବିଜେଡି, ଭାଜପା ଓ...
ବିଭିନ୍ନ ଦାବି ନେଇ ରାସ୍ତାକୁ ଓହ୍ଲାଇଲେ ଚାଷୀ, ବାଲିମେଳା ରାସ୍ତା ଅବରୋଧ
କୋରୁକୋଣ୍ଡା, ୧୬।୧୦ (ଡି.ଏନ.ଏ): ମାଲକାନଗିରି ଜିଲା କୋରୁକୋଣ୍ଡାଠାରେ ଚାଷୀ ଉତ୍ତେଜନା ଦେଖାଦେଇଛି। ମାଲକାନଗିରି ବାଲିମେଳା ରାସ୍ତାକୁ କୋରୁକୋଣ୍ଡାଠାରେ ଅବରୋଧ କରିଛନ୍ତି ଉତ୍ତେଜିତ ଚାଷୀ । ଚାଷୀଙ୍କୁ ଧାନ ବିକ୍ରି ପାଇଁ ଟୋକେନ ନ ମିଳିବା, ଚାଷୀଙ୍କୁ ମିଳୁଥିବା ଧାନ ବିକ୍ରି...
ମୃତ୍ତିକା ବିନା ଶସ୍ୟ ଉତ୍ପାଦନ ଅସମ୍ଭବ
ମାଲକାନଗିରି, ୫।୧୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାଠାରେ ମୁଖ୍ୟ କୃଷି ଅଧିକାରୀ କାର୍ଯ୍ୟାଳୟ ପରିସରରେ ଗୁରୁବାର ବିଶ୍ୱ ମୃତ୍ତିକା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ବୀରସେନ ପ୍ରଧାନ ଯୋଗ ଦେଇ ସମ୍ମିଳନୀକୁ ଉଦଘାଟନ କରିଥିଲେ। ମୁଖ୍ୟ...
୩୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ନଷ୍ଟ କଲା ପୋଲିସ
କାଲିମେଳା,୩।୧୨(ଡି.ଏନ.ଏ): ମାଲକାନଗିରି ଜିଲା କାଲିମେଳା ପୋଲିସ ଏବଂ ପୋଟେରୁ ପୋଲିସର ମିଳିତ ଉଦ୍ୟମ ରେ ଚଉ କରି କାଲିମେଳା ଥାନା ଅଞ୍ଚଳରେ ବେଆଇନ ଭାବେ ଚାଷ ହେଉଥିବା ଗଞ୍ଜେଇ ଫସଲକୁ ନଷ୍ଟ କରାଯାଇଛି । ନଷ୍ଟ ହୋଇଥିବା ଗଞ୍ଜେଇର ଆନୁମାନିକ...
ବିବାହ ପ୍ରତିଶ୍ରୁତି ଦେଇ ବାରମ୍ବାର ବଳାତ୍କାର: ଯୁବକ ଗିରଫ
କୋରୁକୋଣ୍ଡା ୧୫।୧୦(ଡି.ଏନ.ଏ): ବିବାହର ମିଛ ପ୍ରତିଶ୍ରୁତି ଦେଇ ବାରମ୍ବାର ବଳାତ୍କାର ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। କୋରାପୁଟ ଜିଲାର ଦୋରାଗୁଡା ଗ୍ରାମର ନିରଞ୍ଜନ ଗରଡା(୨୨) ୩ ବର୍ଷ ହେବ ଜଣେ ଝିଅକୁ ପ୍ରେମ କରି ଆସୁଥିଲେ। ବିବାହ ପ୍ରତିଶ୍ରୁତି...
ପୋଲିସ କର୍ମଚାରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗଞ୍ଜେଇ ଚୋରାଚାଲାଣକାରୀ
ମାଲକାନଗିରି,୧୭।୯(ଡି.ଏନ.ଏ): ୨ ବର୍ଷ ଧରି ଗଞ୍ଜେଇ ଚୋରାଚାଲାଣ ରୋକିବାରେ ମାଲକାନଗିରି ପୋଲିସ ସଫଳ ରହିଛି। ଏହି ସମୟ ମଧ୍ୟରେ ଜିଲାର ପ୍ରାୟ ୩୦୦ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଚୋରା ବ୍ୟାପାରୀଙ୍କୁ ପୋଲିସ ଗିରଫ କରିବା ସହ ଦଶ ଚକିଆ, ଚାରି ଚକିଆ,...
ନିଜେ ପଢିବି, ନିଜକୁ ଗଢିବି
ମାଲକାନଗିରି, ୫।୯(ସ୍ବ.ପ୍ର.): ଶିକ୍ଷାର ବିକାଶ ତଥା ଗୁଣାତ୍ମକ ଶିକ୍ଷା ନିମନ୍ତେ କେନ୍ଦ୍ରଠାରୁ ଆରମ୍ଭ କରି ରାଜ୍ୟ ପର୍ଯ୍ୟନ୍ତ ଯୋଜନା ପରେ ଯୋଜନା ପ୍ରସ୍ତୁତ କରୁଛନ୍ତି। ମଧ୍ୟାହ୍ନ ଭୋଜନ, ପୋଷାକ, ଜୋତା ଏବଂ ସାଇକେଲ ଇତ୍ୟାଦି ପ୍ରଦାନ କରାଯାଇ ପିଲାଙ୍କୁ ବିଦ୍ୟାଳୟ...
୨୦୧୯ ମୋଟର ଯାନ ସଂଶୋଧନ ଆଇନ: ଜନସାଧାରଣଙ୍କ ଅବଗତ ପାଇଁ ସଚେତନତା ଶୋଭାଯାତ୍ରା
କୋରୁକୋଣ୍ଡା ୫।୯(ଡ଼ି.ଏନ.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଓରକେଲ ଥାନା ପକ୍ଷରୁ ୨୦୧୯ ମୋଟର ଯାନ ସଂଶୋଧନ ଆଇନ ବିଷୟରେ ଜନସଚେତନତା ନିମନ୍ତେ ଏକ ଶୋଭାଯାତ୍ରା କରାଯାଇଥିଲା। ଏଥିରେ ସବ୍ଇନ୍ସପେକ୍ଟର କୃତିବାସ ବେହେରା ଓ ସବ୍ଇନ୍ସପେକ୍ଟର କ୍ରିଷ୍ଣାରାଣୀ...
ଖରାପ ରାସ୍ତା ଯୋଗୁ ଆସିଲାନି ଆମ୍ବୁଲାନ୍ସ:ଖଟିଆରେ ବୁହା ହେଲେ ଗର୍ଭବତୀ
ମାଲକାନଗିରି/ଗୋବିନ୍ଦପାଲି,୧ା୯ (ସ୍ବ.ପ୍ର./ଡି.ଏନ.ଏ.)-ମାଲକାନଗିରି ଜିଲାର ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ପହଞ୍ଚତ୍ପାରୁନି। ଉକ୍ତ ଅଞ୍ଚଳକୁ ଆମ୍ବୁଲାନ୍ସ କିମ୍ବା ଅନ୍ୟ ଗାଡି ଯାଇପାରୁ ନ ଥିବାରୁ ଜନନୀ ଯନ୍ତ୍ରଣା ବଢିବାରେ ଲାଗିଛି। ରୋଗୀଙ୍କୁ ଖଟିଆରେ ବୋହି ଡାକ୍ତରଖାନା ଆଣିବାକୁ ପଡୁଛି। ଏପରି ଏକ ଦୃଶ୍ୟ...
ଚିକିତ୍ସା ନାଁରେ ଶରୀରକୁ କାମୁଡ଼ିଥିବା ଗୁଣିଆ ଗିରଫ
କାଲିମେଳା,୧୫ା୮(ଡି.ଏନ.ଏ.):ଶରୀରକୁ କାମୁଡି ରୋଗ ଭଲ କରୁଥିବା ନେଇ ଦାବି କରୁଥିବା ଗୁଣିଆ କସା ବେଟୀ ବୁଧବାର ଗିରଫ ହୋଇଛନ୍ତି। ମାଲକାନଗିରି ଜିଲା କାଲିମେଳା ବ୍ଲକ ତେଲରାଇ ପଞ୍ଚାୟତର ଉର୍ମାଗୁଡା ଗ୍ରାମର ଜଣେ ମହିଳାଙ୍କ ଜ୍ୱର ଭଲ କରିବା ଲାଗି କସା...
Archives


