ଖରାପ ରାସ୍ତା ଯୋଗୁ ଆସିଲାନି ଆମ୍ବୁଲାନ୍ସ:ଖଟିଆରେ ବୁହା ହେଲେ ଗର୍ଭବତୀ
ମାଲକାନଗିରି/ଗୋବିନ୍ଦପାଲି,୧ା୯ (ସ୍ବ.ପ୍ର./ଡି.ଏନ.ଏ.)-ମାଲକାନଗିରି ଜିଲାର ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ପହଞ୍ଚତ୍ପାରୁନି। ଉକ୍ତ ଅଞ୍ଚଳକୁ ଆମ୍ବୁଲାନ୍ସ କିମ୍ବା ଅନ୍ୟ ଗାଡି ଯାଇପାରୁ ନ ଥିବାରୁ ଜନନୀ ଯନ୍ତ୍ରଣା ବଢିବାରେ ଲାଗିଛି। ରୋଗୀଙ୍କୁ ଖଟିଆରେ ବୋହି ଡାକ୍ତରଖାନା ଆଣିବାକୁ ପଡୁଛି। ଏପରି ଏକ ଦୃଶ୍ୟ ରବିବାର…
ଚିକିତ୍ସା ନାଁରେ ଶରୀରକୁ କାମୁଡ଼ିଥିବା ଗୁଣିଆ ଗିରଫ
କାଲିମେଳା,୧୫ା୮(ଡି.ଏନ.ଏ.):ଶରୀରକୁ କାମୁଡି ରୋଗ ଭଲ କରୁଥିବା ନେଇ ଦାବି କରୁଥିବା ଗୁଣିଆ କସା ବେଟୀ ବୁଧବାର ଗିରଫ ହୋଇଛନ୍ତି। ମାଲକାନଗିରି ଜିଲା କାଲିମେଳା ବ୍ଲକ ତେଲରାଇ ପଞ୍ଚାୟତର ଉର୍ମାଗୁଡା ଗ୍ରାମର ଜଣେ ମହିଳାଙ୍କ ଜ୍ୱର ଭଲ କରିବା ଲାଗି କସା ତାଙ୍କୁ…

