ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ ରଖାଯାଇଛି।…