ଲୋକ ସଭା ନିର୍ବାଚନ ପୂର୍ବରୁ ମମତାଙ୍କୁ ଶକ୍ତ ଝଟ୍କା କୋଲକାତା,୪।୩: ଲୋକ ସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପଶ୍ଚିମବଙ୍ଗରେ ଏକ ଝଟ୍କା ପାଇଛନ୍ତି। ଦଳର କାର୍ଯ୍ୟକଳାପକୁ ନେଇ ନିରାଶା ପ୍ରକାଶ କରି ବରିଷ୍ଠ ତ୍ରୁଣମୂଳ କଂଗ୍ରେସ ନେତା ତାପସ ରୟ ସୋମବାର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି।...