ମୋଦିଙ୍କୁ ଏମିତି ଚ୍ୟାଲେଞ୍ଜ ଦେଲେ ମମତା ବାନାର୍ଜୀ: କହିଲେ, ଯଦି ସାହସ ଅଛି… କୋଲକାତା,୨୯।୫: ପଶ୍ଚିମବଙ୍ଗ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟିଏମସି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଏହା ପରେ ରାଜ୍ୟ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ବଙ୍ଗଳା ବିରୋଧରେ ବୟାନବାଜି ଠିକ ନୁହେଁ। ପ୍ରଧାନମନ୍ତ୍ରୀ ମୋଦି ଆଜି…