ବିଦ୍ୟୁତ୍ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି ଦେବଗଡ଼ ଥାନା ପୁରୁକୁଣ୍ଡା ଗ୍ରାମରେ। ମୃତକ …