ଗାଧୋଇବା ସମୟରେ ନଦୀରେ ଭାସି ଜଣେ ନିଖୋଜ ଗୁଣପୁର,୨ା୯(ସୁଜାତା ପାଢ଼ୀ): ଗାଧୋଇବା ସମୟରେ ନଦୀରେ ଭାସିଯାଇ ଜଣେ ନିଖୋଜ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ଗୁଣପୁର ବଂଶଧାରା ନଦୀରେ। ନିଖୋଜ ଜଣେ ବ୍ୟକ୍ତି ଓ ତାଙ୍କ ସାଥୀମାନେ ଗୁଣପୁର ବିକ୍ରମପୁର ଅଞ୍ଚଳରେ ବଂଶଧାରା ନଦୀରେ ଗାଧୋଇବାକୁ ଯାଇଥିଲେ। ଗାଧୋଉଥିବାବେଳେ ବ୍ୟକ୍ତି…