Tag Archives: mandi

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଗତ ୨୩ ତାରିଖଠାରୁ ପ୍ରଶାସନ ପକ୍ଷରୁ ଧାନ କିଣା...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ ହୋଇଥିଲା। ଇତିମଧ୍ୟରେ ୨୦ ଦିନ ବିତିଯାଇଥିଲେ ମଧ୍ୟ ଜିଲାର ସମସ୍ତ ମଣ୍ଡି ଖୋଲି...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚାଷୀଙ୍କଠାରୁ ମାର୍ଚ୍ଚ ୨୦୨୬ ଯାଏ ମଣ୍ଡିରୁ ଧାନ ସଂଗ୍ରହ ହେବ। ଚଳିତ...

ରାଜ୍ୟରେ ଡିସେମ୍ବର ୨୫ରୁ ଖୋଲିବ ମଣ୍ଡି

ଭୁବନେଶ୍ୱର,୧୯ା୧୧: ରାଜ୍ୟରେ ଆସନ୍ତା ଡିସେମ୍ବର ୨୫ରୁ ମଣ୍ଡି ଖୋଲିବ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଧାନ ନେବା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ଗୋଦାମ ଖାଲି କରିବା ପାଇଁ ମିଲରଙ୍କୁ ବି ଦାୟିତ୍ୱ...

୨୦ରୁ ଆରମ୍ଭ ହେବ ଧାନକିଣା: ସୂଚନା ଦେଇ ମନ୍ତ୍ରୀ କହିଲେ ଏହି ଜିଲାରେ…

ଭୁବନେଶ୍ୱର,୧୩ା୧୧: ଆସନ୍ତା ୨୦ ତାରିଖରୁ ଖରିଫ ଧାନକିଣା ଆରମ୍ଭ ହେବ। ଏନେଇ ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ। ତେବେ ବରଗଡ଼ ଜିଲାରୁ ହିଁ ଧାନକିଣା ଆରମ୍ଭ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଏଥିସହିତ ଧାନ ସଂରକ୍ଷଣ...

କର୍ଲାମୁଣ୍ଡାରେ ଅମଳ ହେଲାଣି ୩୫ ପ୍ରତିଶତ ଧାନ, ମଣ୍ଡି ଅପେକ୍ଷାରେ ଚାଷୀ

ରିଷିଡ଼ା,୧୧ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଧୀନ ରିଷିଡ଼ା, ତେରେସିଂହା, ଗଜବାହାଲ, ରିଞ୍ଜା, ପୋରକେଲା, କର୍ଲାମୁଣ୍ଡା, ରାଜପୁର, ସାପଲହରା, ସରଗୁଲ ମାଳପଡ଼ା, ଯୋରାଡ୍ରବରା, ରେଗେଡ଼ା, ବୋରପଦର ଆଦି ପଞ୍ଚାୟତରେ ଚଳିତ ବର୍ଷ ଧାନଚାଷ ଭଲ ହୋଇଛି। ବର୍ତ୍ତମାନ ଏହିସବୁ...

ମଣ୍ଡିରୁ ଉଠୁନି ଧାନ, ତାଲା ପକାଇଲେ ଚାଷୀ

ଅତାବିରା,୭ା୬(ଯୁଧିଷ୍ଠିର ମହାମାତ୍ର): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୋଷ ଲାଗି ରହିଛି। ଚାଷୀମାନେ ବିକ୍ରି ପାଇଁ ମଣ୍ଡିକୁ ଧାନ ଆଣୁଛନ୍ତି। ମାତ୍ର ସେଠାରେ ସେହି ଧାନକୁ କ୍ରୟ ସଂସ୍ଥା କିଣୁ ନାହିଁ। ଫଳରେ ମଣ୍ଡିରେ ଧାନ...

ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୧୪ରୁ ଖୋଲିବ ଧାନମଣ୍ଡି

ବରଗଡ଼,୨୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପାଇଁ ବୁଧବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ ପୁରୋହିତଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri