ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ…. ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ । ମଙ୍ଗଳକୁ ସାହସ, ବୀରତ୍ୱ ଏବଂ ଆତ୍ମବିଶ୍ୱାସର ପ୍ରତୀକ ଭାବରେ ବିବେଚନା କରାଯାଏ…