ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି… ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ ଏଠାରେ ୨୪ ସେପ୍ଟେମ୍ୱର ପର୍ଯ୍ୟନ୍ତ ରହିବ, ମୋଟ ୨୨ ଦିନ ବ୍ୟାପୀ। ଜ୍ୟୋତିଷ…