Tag Archives: mango

ଭାରତୀୟ ଆମ୍ବକୁ ଆମେରିକାର ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୯ା୫: ଆମେରିକା ଭାରତୀୟ ରପ୍ତାନିକାରୀଙ୍କୁ ଝଟ୍‌କା ଦେବା ଭଳି କାର୍ଯ୍ୟ କରିଛି। ଭାରତରୁ ଲସ୍‌ଏଞ୍ଜେଲ୍ସ, ସାନ୍‌ ଫ୍ରାନ୍‌ସିସ୍କୋ ଓ ଆଟଲାଣ୍ଟା ବିମାନବନ୍ଦରରେ ୧୫ କଣ୍ଟେନରରେ ପହଞ୍ଚତ୍ଥିବା ଆମ୍ବକୁ କାଗଜପତ୍ରରେ ତ୍ରୁଟି ଥିବା ଦର୍ଶାଇ ଆମେରିକୀୟ କର୍ତ୍ତୃପକ୍ଷ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଏଥିଯୋଗୁ ଭାରତୀୟ…

ରୋଜଗାର ଦେଇଛି ଆମ୍ବୁଲ, ମହିଳା ଉଦ୍ୟୋଗୀଙ୍କ ଉଦ୍ୟମରେ ଚାଲିଛି ବିକ୍ରିବଟା

ଦାରିଙ୍ଗବାଡ଼ି,୭ା୫(ଅରୁଣ ସାହୁ): ଏବେ ଆମ୍ବର ସମୟ। ଚାରିଆଡ଼େ ଆମ୍ବ ଓ ଆମ୍ବରୁ ପ୍ରସ୍ତୁତ ଆମ୍ବୁଲ, ଆଚାରର ଚାହିଦା ଅଧିକ ରହିଥିବା ବେଳେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମହିଳାଙ୍କୁ ଦେଇଛି ଆମ୍ବ ଓ ଆମ୍ବରୁ ପ୍ରସ୍ତୁତ ଆମ୍ବୁଲ ଏବଂ ଆଚାର।…

୩୦ ଟନ୍‌ ଆମ୍ବ ଗଲା ରାୟପୁର

କୋରାପୁଟ,୨୭ା୫(ଅମିତାଭ ବେହେରା): ଚଳିତ ବର୍ଷ କୋରାପୁଟ ଜିଲାରେ ପ୍ରଚୁର ପରିମାଣରେ ଆମ୍ବ ଆସିଛି। ଆମ୍ବ ଚାଷୀମାନଙ୍କୁ ଆମ୍ବର ଉଚିତ୍‌ ମୂଲ୍ୟ ଦେବାକୁ ମିଶନ ଶକ୍ତି ମହିଳା ଗୋଷ୍ଠୀ ଓ କମ୍ପାନୀ ଆଗେଇ ଆସିଛି। କୋରାପୁଟ ଜିଲାରେ ହେଉଥିବା ଆମ୍ବରେ ଗୁଣାତ୍ମକମାନ ସର୍ବାଧିକ…

ଆମ୍ବ, ତରଭୁଜ ଆଉ ଦେଖିବାକୁ ମିଳିବନି, କମୁଛି ପରାଗ ସଙ୍ଗମ, ଭାରତ ପାଇଁ ସଙ୍କଟ…

ଲଣ୍ଡନ,୧୯।୧୦ : ଜଳବାୟୁ ପରିବର୍ତ୍ତନ ଏବଂ ଚାଷ ଜମି ବ୍ୟବହାରରେ ପରିବର୍ତ୍ତନ ଯୋଗୁ ପରାଗ ସଙ୍ଗମରେ ସହାୟତା କରୁଥିବା କୀଟପତଙ୍ଗଙ୍କ ସଂଖ୍ୟା ୬୧.୧ ପ୍ରତିଶତ ହ୍ରାସ ପାଇଛି। ଏହି କାରଣରୁ ଆମ୍ବ, ତରଭୁଜ, କଫି ଏବଂ କୋକୋ ଭଳି ଟ୍ରପିକାଲ ଫସଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri