ଅତି ସହଜରେ ଘରେ ପ୍ରସ୍ତୁତ କରନ୍ତୁ ମ୍ୟାଙ୍ଗୋ କୁଲ୍ଫି; ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ… ଖରାଦିନ ଆସିଲେ ଥଣ୍ଡା ଖାଇବାକୁ ମନ ବଳିଥାଏ। ସେ ଆଇସକ୍ରିମ ହେଉ ଅବା ଲସି ଘରେ ଘରେ ଏହାର ଚାହିଦା ବଢ଼ିଯାଇଥାଏ। ହେଲେ ଆଜିର ସମୟରେ ଲୋକେ ବାହାରେ ଖାଇବାଠାରୁ ଘରେ ପ୍ରସ୍ତୁତ କରି ଖାଇବାକୁ ପସନ୍ଦ କରୁଛନ୍ତି। ଏମିତିରେ ଆପଣ…