ପୁରୀ ଶ୍ରୀମନ୍ଦିରରେ ଜଗନ୍ନାଥଙ୍କ ଦର୍ଶନ କଲେ ତିନି ରାଇଜ ମୁଖ୍ୟ ପୁରୀ,୧୨ା୬: ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମକୁ ଆସିଥିବା ଭାଜପା ଶାସିତ ମୁଖ୍ୟମନ୍ତ୍ରୀମାନେ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କୁ ସପରିବାର ଦର୍ଶନ କଲେ ତିନି ରାଇଜର ମୁଖ୍ୟ। ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ...