Tag Archives: manmohan samal

ଓଡ଼ିଶା ଆସିବେ ନୀତିନ ନବୀନ

ଭୁବନେଶ୍ୱର,୧୦ା୧: ଖୁବଶୀଘ୍ର ଓଡ଼ିଶା ଆସିବେ ଭାଜପା କାର୍ଯ୍ୟକାରୀ ସଭାପତି ନୀତିନ ନବୀନ। ଏନେଇ ସୂଚନା ଦେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଦୀର୍ଘ ସମୟ ରାଷ୍ଟ୍ରୀୟ ସଭାପତିଙ୍କ ସହ ଆଲୋଚନା ହୋଇଥିଲା। ରାଜ୍ୟ ବିଷୟରେ ତାଙ୍କୁ ଅବଗତ କରିଥିଲ।…

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା ସଭାପତି ମନମୋହନ ସାମଲ କହିଛନ୍ତି, ଗୋଟିଏ ପରେ ଗୋଟିଏ ନିର୍ବାଚନ ପ୍ରତିଶ୍ରୁତି ସରକାର ପାଳନ…

ନୂଆପଡ଼ା ଉପନିର୍ବାଚନକୁ ନେଇ ବଡ଼ ଭବିଷ୍ୟବାଣୀ କଲେ ମନମୋହନ, କହିଲେ ଏଥର…

ଭୁବନେଶ୍ୱର,୨୧ା୯: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମା’ ସମଲେଇଙ୍କ ଧବଳମୁଖୀ ବେଶ ଦର୍ଶନ କରିବାକୁ ସମ୍ବଲପୁରରେ ପହଞ୍ଚିଛନ୍ତି। ଏହି ସମୟରେ ମନମୋହନ ନୂଆପଡ଼ା ଉପନିର୍ବାଚନକୁ ନେଇ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ନୂଆପଡ଼ା ଉପନିର୍ବାଚନରେ ଏଥର ପଦ୍ମ…

ପୁଣି ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ପୂର୍ବରୁ ଅଛନ୍ତି ମନମୋହନ, ହୋଇପାରେ କିଛି ବଡ଼ଧରଣର…

ଭୁବନେଶ୍ୱର,୮ା୯: ସୋମବାର ପୁଣି ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଯାଇଥିବାବେଳେ ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତକୁ ନେଇ ଅନେକ ଚର୍ଚ୍ଚା ହେଉଛି। ସେଠାରେ ଦଳୀୟ…

ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତକୁ ନେଇ ଜୋର୍‌ଦାର ଚର୍ଚ୍ଚା, ଏସବୁ ଉପରେ ହୋଇପାରେ ବଡ଼ ଆଲୋଚନା

ଭୁବନେଶ୍ୱର,୩ା୯: ବୁଧବାର ଦିଲ୍ଲୀ ଗସ୍ତରେ ଯାଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। କିଛି କେନ୍ଦ୍ରୀୟ ନେତାଙ୍କୁ ଭେଟିବା ନେଇ କାର୍ଯ୍ୟକ୍ରମ ରହିଥିବା ସୂଚନାରୁ ଜଣାପଡ଼ିଛି। ତେବେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଥିବା ବେଳେ ସଭାପତିଙ୍କ ଏହି ଗସ୍ତକୁ ନେଇ ରାଜନୈତିକ…

ଜୁନାଗଡ଼ରେ ଭାଜପା ରାଜ୍ୟ ସଭାପତି, କହିଲେ ଲୋକଙ୍କ ସରକାର, ସେହିମାନଙ୍କ ପାଇଁ…

ଭବାନୀପାଟଣା,୨୭ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ୨ ଦିନିଆ ଗସ୍ତରେ ଆସିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ପ୍ରଥମ ଦିନରେ ସେ କେସିଙ୍ଗା ଓ ଭବାନୀପାଟଣା ବ୍ଲକ ଗସ୍ତ କରିଥିବାବେଳେ ବୁଧବାର ଦିତୀୟ ଦିନରେ ସେ ଜୁନାଗଡ଼ ଓ ଗସ୍ତ…

ସ୍ମୃତିରଞ୍ଜନଙ୍କୁ ଦଳରୁ ବିଦା କଲେ ମନମୋହନ

ଭୁବନେଶ୍ୱର,୧୮ା୮: ଭୁବନେଶ୍ୱର ସାଙ୍ଗଠନିକ ଜିଲା ଅନ୍ତର୍ଗତ ଶ୍ରୀକୃଷ୍ଣ ମଣ୍ଡଳ ସଭାପତି ସ୍ମୃତିରଞ୍ଜନ ଦାସଙ୍କର ବେଆଇନ କାର୍ଯ୍ୟକଳାପରେ ସଂପୃକ୍ତି ଅଭିଯୋଗ କାରଣରୁ ଦଳର ଭାବମୂର୍ତ୍ତି କ୍ଷୁଣ୍ଣ ହୋଇଛି। ତେଣୁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ସ୍ମୃତି ରଞ୍ଜନ ଦାସଙ୍କୁ ଦଳରୁ ନିଲମ୍ବନ…

ଦିଲ୍ଲୀରୁ ଫେରି ମନମୋହନ କଲେ ବଡ଼ ଘୋଷଣା! ଦିଲ୍ଲୀରେ ତାଲିକା…

ଭୁବନେଶ୍ବର, ୯।୮: ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତରୁ ଫେରିବା ପରେ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି। ରାଜ୍ୟରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ, ନିଗମ, ବୋର୍ଡ ଓ କମିଟି ନିଯୁକ୍ତି ନେଇ ରଖିଛନ୍ତି ବଡ଼ ପ୍ରତିକ୍ରିୟା। ସେ କହିଛନ୍ତି, ତାଲିକା…

ହେବନାହିଁ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ, ଦିଲ୍ଲୀରୁ ଫେରି ମନମୋହନ ଦେଲେ ସରପ୍ରାଇଜ

ଭୁବନେଶ୍ୱର,୨୭।୭(ସୁନିତ୍‌ ମିଶ୍ର): ନୂଆଦିଲ୍ଲୀ ଗସ୍ତ ଶେଷକରି ଶନିବାର ଦଳର ରାଜ୍ୟ ସଭାପତି ମନମୋହନ ସାମଲ ଓଡ଼ିଶା ଫେରିଛନ୍ତି। ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଓ ଅଦଳବଦଳ ହୋଇପାରେ ବୋଲି ଚର୍ଚ୍ଚା ଚାଲିଛି। ମନ୍ତ୍ରିମଣ୍ଡଳର ଏକ ଫେକ୍‌ ତାଲିକା ପ୍ରସ୍ତୁତ…

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ମନମୋହନ, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୨।୭: ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ମନମୋହନ। ଦିଲ୍ଲୀରେ ଶୀର୍ଷ ନେତାଙ୍କୁ ମନମୋହନ ଭେଟି ପାରନ୍ତି । ସଭାପତି ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ…

ଜେଲରୁ ଫେରି ମନମୋହନଙ୍କୁ ସମ୍ବର୍ଦ୍ଧିତ କଲେ ଜଗନ୍ନାଥ

ଭୁବନେଶ୍ୱର,୧୧।୭: ଓଡ଼ିଶା ଭାଜପାର ନବନିର୍ବାଚିତ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଗୁରୁବାର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ସମ୍ବର୍ଦ୍ଧନା ଜଣାଇଛନ୍ତି। ଜଗନ୍ନାଥ ନିଜ ସମର୍ଥକଙ୍କ ସହ ଭୁବନେଶ୍ୱରସ୍ଥିତ ଦଳର ରାଜ୍ୟ କାର୍ଯ୍ୟାଳୟକୁ ଯାଇ ସାମଲଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ। ଏହି…

ଏହି ବିଧାୟକ ମାନଙ୍କୁ ମିଳିବ ଖାଲିଥିବା ୬ ମନ୍ତ୍ରୀ ପଦ, ମନମୋହନ କଲେ ଖୁଲାସା

ଭୁବନେଶ୍ୱର,୧୦।୭(ସୁନିତ୍‌ ମିଶ୍ର): ରାଜ୍ୟରେ ଭାଜପା ସରକାର ଗଠନର ଗୋଟିଏ ବର୍ଷ ପୂରଣ ହୋଇସାରିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସରକାର କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ମନ୍ତ୍ରିମଣ୍ଡଳରେ ୧୬ ଜଣ ମନ୍ତ୍ରୀ ରହିଛନ୍ତି। ଏହା ବାଦ୍‌ ୬ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri