କେତେ ସମ୍ପତ୍ତିର ମାଲିକ ମନମୋହନ ସାମଲ? ଜାଣିଲେ ଚମକି ପଡିବେ… ଭୁବନେଶ୍ୱର,୮।୭: ବରିଷ୍ଠ ଭାଜପା ନେତା ମନମୋହନ ସାମଲ ଲଗାତାର ଦ୍ୱିତୀୟ ଥର ପାଇଁ ଓଡ଼ିଶା ଭାଜପା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ, ଯାହା ପରେ କୌଣସି ପ୍ରତିଦ୍ୱନ୍ଦୀ ନ ଥିବାରୁ...