କେତେ ସମ୍ପତ୍ତିର ମାଲିକ ମନମୋହନ ସାମଲ? ଜାଣିଲେ ଚମକି ପଡିବେ…
ଭୁବନେଶ୍ୱର,୮।୭: ବରିଷ୍ଠ ଭାଜପା ନେତା ମନମୋହନ ସାମଲ ଲଗାତାର ଦ୍ୱିତୀୟ ଥର ପାଇଁ ଓଡ଼ିଶା ଭାଜପା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ, ଯାହା ପରେ କୌଣସି ପ୍ରତିଦ୍ୱନ୍ଦୀ ନ ଥିବାରୁ...
‘ମନମୋହନଙ୍କ ପାଇଁ ରାଜ୍ୟରେ ସରକାର’, ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୭: ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ଚତୁର୍ଥ ଥର ପାଇଁ ନିର୍ବାଚିତ ହୋଇଥିବା ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଶଂସାରେ ପୋତିଛନ୍ତି। ସର୍ବସମ୍ମତିକ୍ରମେ ନିର୍ଦ୍ୱନ୍ଦ୍ୱରେ ସଭାପତି ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘୨୦୨୪ରେ...
ମନମୋହନ ସାମଲ ପୁଣି ଭାଜପା ରାଜ୍ୟ ସଭାପତି
ଭୁବନେଶ୍ୱର, ୮।୭: ବରିଷ୍ଠ ଭାଜପା ନେତା ମନମୋହନ ସାମଲ ପୁଣି ଥରେ ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସର୍ବସହମତିରେ ତାଙ୍କୁ ଚତୁର୍ଥ ଥର ପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିର୍ବାଚିତ କରାଯାଇଛି। ସୋମବାର ଭାଜପା...
ଜଗନ୍ନାଥ ପ୍ରଧାନଙ୍କ ସହ ଆଲୋଚନା ପରେ ବଡ ବୟାନ ଦେଲେ ମନମୋହନ, ସରକାର ନେବେ ନିଷ୍ପତ୍ତି…
ଭୁବନେଶ୍ୱର,୨ା୭: ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ଆକ୍ରମଣ ଅଭିଯୋଗରେ ଗିରଫ ହୋଇଥିବା ବିଜେପି କର୍ପୋରେଟର ଜଗନ୍ନାଥ ପ୍ରଧାନଙ୍କ ମାମଲାକୁ ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଜଗନ୍ନାଥ...
ଜଗନ୍ନାଥ ପ୍ରଧାନ ଭାଜପାରୁ ଇସ୍ତଫା ଦେବେ କି? ସଭାପତି ମନମୋହନଙ୍କ ସହ ଲମ୍ବା ଆଲୋଚନା
ଭୁବନେଶ୍ୱର,୨ା୭: ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର କର୍ପୋରେଟର ଜଗନ୍ନାଥ ପ୍ରଧାନଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା ଜୋର ଧରିଛି। ବୁଧବାର ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଜଗନ୍ନାଥ ପ୍ରଧାନଙ୍କ ଉପସ୍ଥିତି ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ଘଣ୍ଟାଏରୁ ଅଧିକ ସମୟ...
୩ ଦିନରେ ଭାଜପାର ନୂଆ ସଭାପତି
ଭୁବନେଶ୍ୱର,୨୯ା୬(ସୁନିତ୍ ମିଶ୍ର): ଭାଜପାର ନୂଆ ରାଜ୍ୟ ସଭାପତି କିଏ ହେବେ, ସେନେଇ ଆସନ୍ତା ସୋମବାର ଜଣାପଡ଼ିଯିବ। ଏନେଇ ଦଳ ତରଫରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦଳର ସଭାପତି ନିର୍ବାଚନ ଲାଗି ରବିବାର ନୋଟିସ ଜାରି ହେବ। ସୋମବାର ନାମାଙ୍କନପତ୍ର ଦାଖଲ...
ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନି ମୋକଦ୍ଦମା ଦାୟର କଲେ ମନମୋହନ
ବାଲେଶ୍ୱର,୩ା୫: ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନି ମୋକଦ୍ଦମା ଦାୟର କରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ରାଜା ଚକ୍ରଙ୍କ ଓକିଲ ସୀତାଂଶୁ ଦ୍ବିବେଦୀଙ୍କ ନାଁରେ ସେ ମୋକଦ୍ଦମା ଦାୟର କରିଛନ୍ତି। ବାଲେଶ୍ବର ଏସ୍ଡିଜିଏମ୍ କୋର୍ଟରେ ମୋକଦ୍ଦମା ଦାୟର...
ଫେରିଗଲେ ନଡ୍ଡା: ରାଜ୍ୟ ସଭାପତି ଘୋଷଣା ନେଇ ବଢୁଛି ଚର୍ଚ୍ଚା
ଭୁବନେଶ୍ୱର, ୧।୩(ସୁନିତ୍ ମିଶ୍ର):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଶୁକ୍ରବାର ପ୍ରାୟ ଏକ ଘଣ୍ଟା ଧରି ଦଳର କେତେଜଣ ବରିଷ୍ଠ ନେତାଙ୍କ ସହ ରାଜ୍ୟ ଅତିଥି ଭବନରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଦଳର ସାଙ୍ଗଠନିକ ନିର୍ବାଚନୀ ପ୍ରକ୍ରିୟା ଜାରି...
ମନମୋହନଙ୍କୁ କଡ଼ା ଟାର୍ଗେଟ୍ କଲେ ପ୍ରସନ୍ନ ଆଚାର୍ଯ୍ୟ, କହିଲେ ଚିଟ୍ଫଣ୍ଡ୍ କଥା ବିଚାର କରୁକରୁ ସରକାରଙ୍କ…
ଭୁବନେଶ୍ୱର,୨୫ା୧୨: ଚିଟ୍ଫଣ୍ଡ୍ ଟଙ୍କା ଫେରସ୍ତ ନେଇ ଦେଇଥିବା ମନ୍ତବ୍ୟ ଉପରେ ମନମୋହନଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ପୂର୍ବ ସରକାର ଦାୟିତ୍ୱ କହି କେତେଦିନ ଫାଙ୍କା ମାରି ଚାଲିବ ବୋଲି ପ୍ରସନ୍ନ ପ୍ରଶ୍ନ କରିଛନ୍ତି।...
ମନମୋହନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ବଦ୍ରି ପାତ୍ର, କହିଲେ…
ଭୁବନେଶ୍ୱର,୩ା୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ବିଜେଡିକୁ ବୁଧବାର ଟାର୍ଗେଟ୍ କରିଥିବାବେଳେ ବଦ୍ରି ଆଜି ତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ବଦ୍ରି କହିଛନ୍ତି, ଯଦି ତାକତ ଅଛି ବିଜେଡି ଖାଲି କରିକି ଦେଖାଅ। ଖାଲି ବୟାନବାଜିରେ ଲାଭ ନାହିଁ,...
ଭାଜପାରେ ମିଶିବାକୁ ବହୁ ବିଜେଡି ନେତାଙ୍କ ଆବେଦନ ଆସୁଛି, ତାଙ୍କ ଦଳ ଶୂନ୍ୟ ହୋଇଯିବ’-ମନମୋହନ
ଭୁବନେଶ୍ୱର,୨।୧୦: ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ଏହି ଧାରା ଆଗକୁ ଜାରି ରହିବ ବୋଲି କହିଛନ୍ତି ରାଜ୍ୟ ଭାଜପା ମୁଖ୍ୟ ମନମୋହନ ସାମଲ। ସେ...
ବଡ଼ ସୂଚନା ଦେଲେ ମନମୋହନ, ଖୁବ୍ଶୀଘ୍ର ନିଯୁକ୍ତି ପାଇବେ ବୋର୍ଡ…
ଭୁବନେଶ୍ୱର,୨୯ା୯: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ନିଯୁକ୍ତ ବୋର୍ଡ ଏବଂ ନିଗମ ଅଧ୍ୟକ୍ଷ ନିଯୁକ୍ତି ପାଇବେ। ସଦସ୍ୟତା ଅଭିଯାନ ପରେ ଯୋଗ୍ୟ ଅଭିଜ୍ଞ ଲୋକଙ୍କୁ ଗୁରୁତ୍ୱ ଦିଆଯିବ...
Archives


