Tag Archives: Manoj Ahuja

ଆଉ ମାଟ୍ରିକ ନୁହେଁ, ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ଯୋଗ୍ୟତା ସ୍ନାତକ

ଭୁବନେଶ୍ୱର,୨୩ା୪: ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ ରଖାଯାଇଛି। ପୂର୍ବରୁ ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ପାଇଁ ଯୋଗ୍ୟତା ମାଟ୍ରିକ ଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ...

କ୍ୟାବିନେଟ୍‌ ବୈଠକ: ୬ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୨୩ା୪: ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ୍‌ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା...

ବଦଳି, ପୋଷ୍ଟିଂ ପାଇଁ ଚାପ ପକାଇଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୧।୧୧: ବଦଳି, ପୋଷ୍ଟିଂ ପାଇଁ ଚାପ ପକାଉଥିବା କର୍ମଚାରୀଙ୍କୁ ବଡ଼ ଝଟକା। ବଦଳି, ପୋଷ୍ଟିଂ ପାଇଁ କୌଣସି ଚାପ ପକାଇଲେ ହେବ କାର୍ଯ୍ୟାନୁଷ୍ଠାନ। ଏନେଇ ସବୁ ବିଭାଗର ସଚିବମାନଙ୍କୁ ଚିଠି କରିଛନ୍ତି ମୁଖ୍ୟ ଶାସନ ସଚିବ। ରାଜ୍ୟ ସରକାର ଏକ...

ଓଡ଼ିଶାରେ ପହଞ୍ଚିଲେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା

ଭୁବନେଶ଼୍ବର, ୩୦।୦୬: ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ତଥା ଭାରତୀୟ ପ୍ରଶାସନିକ ସେବା ଓଡ଼ିଶା କ୍ୟାଡରର ବରିଷ୍ଠ ଅଧିକାରୀ ମନୋଜ ଆହୁଜା ଆଜି ଓଡ଼ିଶାରେ ପହଞ୍ଚିଛନ୍ତି । ସକାଳ ସମୟରେ ସେ ଭୁବନେଶ଼୍ବର ବିମାନ ବନ୍ଦରରେ ଦିଲ୍ଲୀରୁ ଆସି...

ଅଣ ଓଡ଼ିଆ ଅଫିସର ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ କରିବା ପଛରେ କ’ଣ ରହିଛି ବଡ଼ କାରଣ? ଜାଣନ୍ତୁ…

ଭୁବନେଶ୍ୱର,୨୯।୬: ଓଡ଼ିଶାରେ ନୂଆ ଭାଜପା ସରକାରଙ୍କ ପକ୍ଷରୁ ଶୁକ୍ରବାର ୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ମନୋଜ ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ମିଳିଛି। ଏହାଛଡ଼ା ତାଙ୍କୁ ସାଧାରଣ ପ୍ରଶାସନିକ ବିଭାଗର ସଚିବ ଦାୟିତ୍ୱ ମଧ୍ୟ...

୩୯ବର୍ଷ ପରେ ଦ୍ୱିତୀୟ ଅଣ ଓଡ଼ିଆ ଅଫିସର ନେଲେ ରାଜ୍ୟରେ ବଡ଼ ଦାୟିତ୍ୱ

ଭୁବନେଶ୍ୱର,୨୮।୬: ରାଜ୍ୟର ମୁଖ୍ୟ ଶାସନ ସଚିବ ପଦକୁ ନେଇ ବିଭିନ୍ନ କଳ୍ପନା ଜଳ୍ପନାରେ ପଡିଛି ପୂର୍ଣ୍ଣଚ୍ଛେଦ। ଏବେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ହୋଇଛନ୍ତି ବରିଷ୍ଠ ପ୍ରଶାସନିକ ଅଧିକାରୀ ମନୋଜ ଆହୁଜା। ଦୀର୍ଘ ୩୯ ବର୍ଷ ପରେ ଜଣେ ଅଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri