ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି ଆସିଛନ୍ତି।…