ଘୋଷଣା ହେଲା ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପାର୍ଥିଙ୍କ ନାମ! RJD ଏମପି କଲେ ବଡ଼ ଘୋଷଣା ନୂଆଦିଲ୍ଲୀ,୧୮।୪: ଗୁରୁବାର ପାଟନାର ଆରଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ମହାମେଣ୍ଟର ବୈଠକରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥିଙ୍କ ସମ୍ପର୍କରେ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନାହିଁ। କିନ୍ତୁ, ବୈଠକରେ ଯୋଗ ଦେଇଥିବା RJD ନେତାମାନେ ତେଜସ୍ବୀ ଯାଦବଙ୍କୁ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ବୋଲି କହୁଛନ୍ତି।...