ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର ମୁଖ୍ୟ କୋଚ କ୍ରେଗ ଫୁଲଟନ ମନପ୍ରୀତ ସିଂହଙ୍କ ସପକ୍ଷରେ ବାହାରି ହକି ଇଣ୍ଡିଆ…