ନୂଆଦିଲ୍ଲୀ,୨୭।୭: ଉତ୍ତରାଖଣ୍ଡର ହରିଦ୍ୱାରସ୍ଥିତ ମନସା ଦେବୀ ମନ୍ଦିରରେ ରବିବାର ଏକ ଭୟଙ୍କର ଦଳାଚକଟା ଘଟଣାରେ ୬ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଛି ଏବଂ ଅନେକ ଆହତ ହୋଇଛନ୍ତି।…