ବରଗଡ଼,୭ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପ୍ରଶାସନ ପକ୍ଷରୁ ରବିବାରରୁ ପୁଣି ଜବରଦଖଲ ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ସ୍ଥାନୀୟ ଟାଉନ ଥାନା ଛକ, ଲେଙ୍ଗୁ ମିଶ୍ର ଛକରେ…