ମାଲକାନଗିରି,୭ା୭: ଦୁର୍ଦ୍ଦାନ୍ତ ମାଓବାଦୀ ସୋଡ଼ି କନ୍ନା ଓରଫ ପଦନାମ ନିହତ ହୋଇଛନ୍ତି। ଛତିଶଗଡ଼ସ୍ଥିତ ବିଜାପୁର ନ୍ୟାଶନାଲ ପାର୍କ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହୋଇଛନ୍ତି। ପିଏଲ୍ଜିଏ ବାଟାଲିଅନ…