ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ… ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ ଓରଫ କଶା ସୋଡ଼ି ଗତ ୧୯୯୫ରେ ମାଓବାଦୀ ସଂଗଠନରେ ଯୋଗ ଦେଇ ଘରଛାଡ଼ି…