ଶହୀଦ ସପ୍ତାହରେ ରେଲଓ୍ବେ ଟ୍ରାକ୍ ଉଡ଼ାଇଲେ ମାଓବାଦୀ ଟେନସା,୩ା୮(ସମୀର କୁମାର ପାଢ଼ୀ): ଶହୀଦ ସପ୍ତାହରେ ପୁଣି ହିଂସ୍ର ହୋଇଛନ୍ତି ମାଓବାଦୀ। ରବିବାର ମାଓବାଦୀମାନେ ଲ୍ୟାଣ୍ଡ୍ମାଇନ୍ ବିସ୍ଫୋରଣ କରି ରେଲଓ୍ବେ ଟ୍ରାକ ଉଡ଼ାଇ ଦେଇଛନ୍ତି। ବିମଳାଗଡ଼ ସେକ୍ସନ କରମପଦା-ରେଞ୍ଜଡ଼ା ମଝିରେ ଏହି ବିସ୍ଫୋରଣ ହୋଇଛି। ଏଥିରେ ଜଣେ ରେଲଓ୍ବେ କର୍ମଚାରୀ...