ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା ଭୁବନେଶ୍ୱର,୩୦ା୬: ୧୯୯୦ ବ୍ୟାଚ୍ର ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସରମନୋଜ ଆହୁଜା ରବିବାର ଅପରାହ୍ନରେ ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଯୋଗଦାନ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବତନ ମୁଖ୍ୟ ଶାସନ ସଚିବ…