ବ୍ୟାଗରେ ଆଣୁଥିଲେ ୪ କୋଟିର ଗଞ୍ଜେଇ, ଭୁବନେଶ୍ବର ବିମାନ ବନ୍ଦରରେ ଜବତ କଲା କଷ୍ଟମ୍ ବିଭାଗ ଭୁବନେଶ୍ବର,୩୦।୧୨: ଭୁବନେଶ୍ବରରୁ ବିମାନ ବନ୍ଦରରୁ ଜବତ ହେଲା ଗଞ୍ଜେଇ । ୪ କୋଟିର ଗଞ୍ଜେଇ ଜବତ । ଜଣେ ଯାତ୍ରୀଙ୍କ ବ୍ୟାଗରୁ ଏହି ଗଞ୍ଜେଇ ଜବତ କରିଛି କଷ୍ଟମ ବିଭାଗ। ତେବେ ଆଗକୁ ନୂଆବର୍ଷ ଆସୁଥିବା ବେଳେ ଏହାକୁ ଦୃଷ୍ଟିରେ...