ଓଡିଶା ସରକାରଙ୍କ ବଡ ଯୋଜନା: ପୁରୀରେ ହେବ ବିଶ୍ୱସ୍ତରୀୟ ମେରାଇନ୍ ଆକ୍ୱାରିୟମ୍ ଭୁବନେଶ୍ୱର: ପୁରୀର ବିଶ୍ୱବିଖ୍ୟାତ ଶ୍ରୀ ଜଗନ୍ନାଥ ମନ୍ଦିର ଓ ସମୁଦ୍ର କୂଳର ଆକର୍ଷଣକୁ ଆହୁରି ବୃଦ୍ଧି କରିବା ପାଇଁ ଓଡ଼ିଶା ସରକାର ପୁରୀ ସମୁଦ୍ର କୂଳ ନିକଟରେ ଏକ ଆନ୍ତର୍ଜାତୀୟ ମାନର ମେରାଇନ୍ ଆକ୍ୱାରିୟମ୍ ଓ ଅଣ୍ଡରୱାଟର ଜୁ ନିର୍ମାଣ କରିବାକୁ…