ସାମୁଦ୍ରିକ କ୍ଷମତା ବଢ଼ାଉଛି ଚାଇନା ବେଜିଂ,୩୦ା୧୨:ତାଇଓ୍ବାନକୁ ଚାଇନା ନିଜ ଅଞ୍ଚଳ ବୋଲି ଦାବି କରିଆସୁଥିବାବେଳେ ଏହାକୁ ନେଇ ଜାପାନ ସହ ବେଜିଂର କୂଟନୈତିକ ଉତ୍ତେଜନା ଦେଖାଦେଇଛି। ଏଭଳି ସମୟରେ ଚାଇନା ସେନା ସୋମବାର ତାଇଓ୍ବାନ ପ୍ରଣାଳୀର ମଧ୍ୟବର୍ତ୍ତୀ ଅଞ୍ଚଳରେ ବଡ଼ ଧରଣର ସମରାଭ୍ୟାସ ଆରମ୍ଭ କରିଛି। ଚାଇନା…