ବନ୍ଦ ହୋଇଯିବ କି ଆପଣଙ୍କ Instagram, Facebook? ଏ ହେଉଛି ବଡ଼ କାରଣ… ନୂଆଦିଲ୍ଲୀ,୧୬।୪: ମେଟା ଏକ ଆଣ୍ଟିଟ୍ରଷ୍ଟ ମାମଲା ସାମ୍ନା କରୁଛି। ଏହି ପରୀକ୍ଷଣ ଯୋଗୁ କମ୍ପାନୀ Instagram ଏବଂ WhatsApp ହରାଇପାରେ। ମେଟା ବିରୋଧରେ ଅନେକ ଅଭିଯୋଗ ଆସିଛି। ଏହି ମାମଲା ୨୦୨୦ ମସିହାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାର୍ଯ୍ୟକାଳ...