ମାର୍କେଟ୍ କମ୍ପ୍ଲେକ୍ସ ନିର୍ମାଣ ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନିକଟରେ ଦାବି କେସିଙ୍ଗା,୧୦ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିସ୍ଥିତ ଓ୍ବାର୍ଡ ନଂ.୯ ନିକଟସ୍ଥ ତହସିଲ କାର୍ଯ୍ୟାଳୟ ରାସ୍ତାର ଉଭୟ ପାଶର୍ବରେ ନୂତନ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ପାଇଁ ଓ୍ବାର୍ଡବାସୀ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ନିକଟରେ ଦାବିପତ୍ର ପ୍ରଦାନ କରିଛନ୍ତି। କେସିଙ୍ଗା ଏନ୍ଏସି ଓ୍ବାର୍ଡ…