କେସିଙ୍ଗା,୧୦ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିସ୍ଥିତ ଓ୍ବାର୍ଡ ନଂ.୯ ନିକଟସ୍ଥ ତହସିଲ କାର୍ଯ୍ୟାଳୟ ରାସ୍ତାର ଉଭୟ ପାଶର୍ବରେ ନୂତନ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ପାଇଁ ଓ୍ବାର୍ଡବାସୀ…