ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ! ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର ରୂପା ଦରରେ ପ୍ରାୟ ୫ ପ୍ରତିଶତ ବୃଦ୍ଧି ଘଟିଛି, ଯାହାଫଳରେ ଏହା ପ୍ରତି…