ବଜେଟ୍ ଝଟ୍କା: ଶେୟାର ବଜାରରେ ଭୟର ବାତାବରଣ, ସେନସେକ୍ସ ୧୫୦୦ ପଏଣ୍ଟ ଖସିଲା ନୂଆଦିଲ୍ଲୀ,୧।୨: ଭାରତୀୟ ଶେୟାର ବଜାରକୁ ଲାଗିଛି ବଜେଟ୍ ଝଟ୍କା। ପ୍ରାରମ୍ଭିକ କାରବାରରେ ବଜାର ଲାଭରେ ଥିଲେ ହେଁ, ଅର୍ଥମନ୍ତ୍ରୀଙ୍କ ଭାଷଣ ପରେ ବଜାର ତଳମୁହଁ ହୋଇଥିଲା। ନିବେଶକମାନେ ବହୁମାତ୍ରାରେ ଶେୟାର ବିକ୍ରି କରିବା ଫଳରେ ସେନସେକ୍ସ ପ୍ରାୟ ୧,୫୦୦ ପଏଣ୍ଟ ଏବଂ…