ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା… ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ ଆସି ସେମାନଙ୍କର ମତ ରଖୁଛନ୍ତି। ଶନିବାର ଏନେଇ ମୁହଁ ଖୋଲିଛନ୍ତି ବର୍ଷାଙ୍କ ଜଣେ...